0 Comment
ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗତ ଗୁରୁବାର ଏକ ଲଘୁଚାପବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳ ଉପରେ ରହିବ। ଲଘୁଚାପ ଓଡ଼ିଶା ମୁହାଁ ହେବା ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ରାଜ୍ୟରେ ଆଜି ସନ୍ଧ୍ୟାରୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।... Read More