0 Comment
ଭୁବନେଶ୍ୱର : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆଗାମୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆସନ୍ତାକାଲି ସକାଳ ସୁଦ୍ଧା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ଅନ୍ୟ... Read More