0 Comment
ବରଗଡ଼ : ବରଗଡ଼ ସହରରେ ୧୨ ଘଣ୍ଟିଆ ବନ୍ଦ ପାଳନ । ସ୍ଥାନୀୟ ବିକାଶ ଫାଷ୍ଟ ଷ୍ଟେପ୍ ସ୍କୁଲର ନାବାଳକ ଛାତ୍ର ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବିରେ ଶନିବାର ସକାଳ ୬ରୁ ସନ୍ଧ୍ୟା ୬ ଯାଏଁ ବରଗଡ଼ ସହରରେ ବନ୍ଦ ପାଳନ କରାଯାଉଛି । ସହରର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ ଓ ଦୋକାନ ବଜାର ବନ୍ଦ । ଯାନବାହାନ ଚଳାଚଳରେ ବି ବ୍ୟାହତ ଘଟିଛି। ଏହି ବନ୍ଦକୁ ବିଭିନ୍ନ ସଂଗଠନ ସମର୍ଥନ ଜଣାଇଛନ୍ତି। ବରଗଡ଼... Read More