0 Comment
ଭୁବନେଶ୍ବର : ଜଟଣିସ୍ଥିତ ନାଇଜର ପରିସରରେ ଏକ ୨୦୦ ଶଯ୍ୟା ବିଶିଷ୍ଟ କ୍ୟାନସର ହସପିଟାଲ ସ୍ଥାପନ ପାଇଁ ଓଡ଼ିଶା ସରକାର ଓ ଟାଟା କ୍ୟାନସର ସେଣ୍ଟର ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି । ବୁଧବାରଦିନ ଲୋକସେବା ଭବନଠାରେ ଏହି ବୁଝାମଣାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ଓ ଟାଟା ମେମୋରିଆଲ ସେଣ୍ଟର ପକ୍ଷରୁ ସ୍ବାକ୍ଷରିତ ହୋଇଛି । ଏହି ହସପିଟାଲରେ ମୋଟ ୬୦୦ କୋଟି ଟଙ୍କା ବ୍ୟୟ ହେବ । ଏହା... Read More