0 Comment
ଭୁବନେଶ୍ବର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହଜାରେ ତଳେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୮୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୦୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୬୬ ଜଣ ୧୮ ବର୍ଷରୁ କମ୍ ବୟସ୍କ ଅଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୨୫୯ ଜଣ ଚିହ୍ନଟ ହୋଇଥିବା... Read More