0 Comment
ମେଷପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମତାନ୍ତରକୁ କେନ୍ଦ୍ରକରି ନୂତନ କର୍ମସସ୍ଥାନ ପାଇଁ ମନ ବଳିପାରେ। ବୃଷସାମାଜିକ ସ୍ତରରେ ଅପ୍ରିୟ ସତକଥା କହି ବିରୋଧୀ ହେବାର ସମ୍ଭାବନା ରହିଛି ।ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମକରି ବିଜୟହେବେ। ଦୃଢ଼ତାର ସହ ପାରିବାରିକ ଶୃଙ୍ଖଳା ରକ୍ଷାକରି ସମାଲୋଚିତ ହୋଇ ପାରନ୍ତି। ମାଲିମକଦ୍ଦମା ଓ ବିବାଦ ସମାଧାନ ହୋଇଯିବ। ମିଥୁନଆଜି ପୁରାତନ... Read More