0 Comment
କଟକ : ବିକୃତ ଗଣେଶ ମୂର୍ତ୍ତିକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ପ୍ରସଙ୍ଗରେ ଉଭୟ ମୂର୍ତ୍ତି କାରିଗର ଓ କ୍ଲବଗୁଡ଼ିକୁ ତାଗିଦ କଲେ କଟକ ଡିସିପି ପିନାକ ମିଶ୍ର । ମଣ୍ଡପରେ ଏଭଳି ମୂର୍ତ୍ତି ପ୍ରତିଷ୍ଠା ନକରିବାକୁ ଅପିଲ କଲେ ଡିସିପି । ପୋଲିସ ସବୁବେଳେ ଏଭଳି ମୂର୍ତ୍ତି ନିର୍ମାଣ ନକରିବାକୁ ଅନୁରୋଧ କରିଆସିଛି । ଏଥିରେ ବ୍ୟତିକ୍ରମ ଦେଖିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ । ଧାର୍ମିକ ଭାବନାରେ ଆଘାତ ପହଞ୍ଚାଇବା ଭଳି ପଦକ୍ଷେପକୁ ଗ୍ରହଣ କରାଯିବନି... Read More