0 Comment
ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବ ଆଜିଠାରୁ ହ୍ରାସ ପାଇବ। ଫଳରେ ରାଜ୍ୟରେ ପାଣିପାଗରେ ଆଜିଠାରୁ ପରିବର୍ତ୍ତନ ହେବ । ପାଗ ବଦଳିବା ସହ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଜି ଉତ୍ତର ଓଡ଼ିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର ଓ ଝାରସୁଗୁଡ଼ାରେ ମଧ୍ୟ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର... Read More