0 Comment
ବାଲେଶ୍ୱର : ବାଲେଶ୍ୱର ସହରର କେତୋଟି ନିର୍ଦ୍ଦିଷ୍ଟ ରାସ୍ତାରେ ଭାରୀଯାନ ଚଳାଚଳ ନେଇ ଜିଲା ପ୍ରଶାସନ ତରଫରୁ କଟକଣା ଲାଗୁ କରାଯାଇଛି । ଦୁର୍ଘଟଣା, ଜୀବନହାନି ଏବଂ ଟ୍ରାଫିକ୍ ଜାମ୍ ହ୍ରାସ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛି । ଆଇଟିଆଇ ଛକରୁ ଭାୟା ବାଲେଶ୍ୱର ବସ୍ଷ୍ଟାଣ୍ଡ, ଏଫଏମ୍ ଗୋଲେଇ ଦେଇ ସୁରଜ ହୋଟେଲ ଛକ, ପୋଲିସ ଲାଇନ ଛକରୁ ଭାୟା ଏଫଏମ୍ କଲେଜ ଦେଇ ହେମକାପଦା ଛକ, ଫକୀରମୋହନ ଗୋଲେଇରୁ ଭାୟା ଫାଣ୍ଡି ଛକ, ଚିଡ଼ିଆପୋଲ,... Read More