0 Comment
ପଟ୍ଟାମୁଣ୍ଡାଇ : ଦୀର୍ଘ ୩ ମାସ ପରେ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। ଫଳରେ ପର୍ଯ୍ୟଟକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି । ପର୍ଯ୍ୟଟକ ମାନଙ୍କୁ ସ୍ୱାଗତ କରିବା ଓ ବୁଲିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି। ଜାତୀୟ ଉଦ୍ୟାନକୁ ଆସିବାକୁ ଡାଙ୍ଗମାଳ ମୁଖ୍ୟ ଫାଟକ ଦେଇ ଏବଂ ଜଳପଥରେ ପ୍ରବେଶ କରିବା ପାଇଁ ଗୁପ୍ତି, ଖୋଳା, ଚାନ୍ଦବାଲି ଦେଇ ଆସିପାରିବେ ପର୍ଯ୍ୟଟକ। ଏହାଛଡା ରାତ୍ରୀଯାପନ ପାଇଁ ଡାଙ୍ଗମାଳ ଓ ଗୁପ୍ତିରେ କଟେଜ୍ ବ୍ୟବସ୍ଥା... Read More