0 Comment
ଭୁବନେଶ୍ୱର : ଆସନ୍ତା ନଭେମ୍ବର ୨୪ ତାରିଖରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଏନେଇ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇ କହିଛନ୍ତିି, ୨୪ ତାରିଖରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା । ସୁନ୍ଦରଗଡରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ । ଅବଶିଷ୍ଟ ‘ସୁଭଦ୍ରା’ ହିତାଧିକାରୀ ଡିସେମ୍ବରରେ ଟଙ୍କା ପାଇବେ। ଏଯାବତ୍ ୨ଲକ୍ଷ ୬୭ ହଜାର ‘ସୁଭଦ୍ରା’ ଆବେଦନ ଖାରଜ ହୋଇଛି... Read More