0 Comment
ଭୁବନେଶ୍ୱର : ରାଜଧାନୀରେ ଫେକ୍ କଲ୍ ସେଣ୍ଟର କରି ଲୋକଙ୍କୁ ଚୁନ ମାରୁଥିବା ଅଭିଯୋଗରେ ଗିରଫ ହୋଇଥିବା ୬ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେବାକୁ କମିଶନରେଟ୍ ପୁଲିସକୁ ଅନୁମତି ମିଳିଛି। ଭୁବନେଶ୍ୱର କୋର୍ଟରୁ ଅନୁମତି ମିଳିବା ପରେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିବ ପୁଲିସ। ଏଥିସହ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଅଭିଯୁକ୍ତଙ୍କ ଘର କୋଲକାତା ଯାଇ ତଦନ୍ତ କରିବ। ଫେକ୍ କଲ୍ ସେଣ୍ଟର କରି ଅଭଯୁକ୍ତମାନେ ଓଡ଼ିଶା ସହ ସମଗ୍ର ଦେଶରେ... Read More