0 Comment
ନୂଆଦିଲ୍ଲୀ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ବିରୋଧରେ ଜାରି ହୋଇଛି ଗିରଫ ପରୱାନା। ବାଂଲାଦେଶର ଗୋଟିଏ କୋର୍ଟ ତାଙ୍କ ବିରୋଧରେ ଏପରି ୱାରେଣ୍ଟ ଜାରି କରିଛନ୍ତି। ଛାତ୍ର ଆନ୍ଦୋଳନ ଯୋଗୁ ଅଗଷ୍ଟ ମାସରେ ହସିନା ଦେଶ ଛାଡ଼ି ଭାରତ ଚାଲି ଆସିଥିଲେ। ଏବେ ସେ ଅଜ୍ଞାତ ସ୍ଥାନରେ ଆଶ୍ରୟ ନେଇଛନ୍ତି। ସେ ଭାରତରେ ଥିବା ବେଳେ ତାଙ୍କ ନାଁରେ ଏକାଧିକ ମାମଲା ବାଂଲାଦେଶରେ ରୁଜୁ କରାଯାଇଥିଲା। ଏବେ କୋର୍ଟ ତାଙ୍କୁ ନଭେମ୍ବର ୧୮ ସୁଦ୍ଧା... Read More