0 Comment
ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀମାନଙ୍କୁ ଦଶହରା ପୂଜା ଭେଟି । ସରକାରୀ କର୍ମଚାରୀମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟି (ଡିସିଆରଜି)କୁ ୧୫ ଲକ୍ଷ ରୁ 20 ଲକ୍ଷ ଟଙ୍କାକୁ ୦୧.୦୧.୨୦୨୪ରୁ ପିଛିଲା ଭାବରେ ଲାଗୁ କରାଗଲା । ରାଜ୍ୟର... Read More