0 Comment
କଲମ୍ବୋ: କଲମ୍ବୋର ଆର.ପ୍ରେମଦାସା ଷ୍ଟାଡିୟମଠାରେ ଚାଲିଥିବା ଏସିଆ କପ ଫାଇନାଲରେ ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ଗୁରୁତର ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ମାତ୍ର ୫୦ ରନରେ ଅଲ ଆଉଟ ହୋଇଯାଇଛି । ମାତ୍ର ୧୬ ଓଭର ଖେଳି ଅଲଆଉଟ୍ ହେଲା ଲଙ୍କା ଟିମ୍ । ଟସ୍ ଜିତି ବ୍ୟାଟିଂ କରୁଥିବା ଶ୍ରୀଲଙ୍କା ପ୍ରଥମରୁ ବ୍ୟାଟିଂ ବିପର୍ଯ୍ୟୟର ସାମ୍ନା କରିଛି । ଟସ୍ ଜିତି ପ୍ରଥମେ ବ୍ୟାଟିଂ କରୁଥିବା ଶ୍ରୀଲଙ୍କା ୧୨ ରନରେ ୬ ୱିକେଟ ହରାଇ... Read More