0 Comment
ଫୁଲବାଣୀ : ପୋଲିସ ଗାଡିରେ ଗଞ୍ଜେଇ ଚାଲାଣ ମାମଲା କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାର ତତ୍କାଳୀନ ଆଇଆଇସି ଓ ଦୁଇ ହୋମଗାର୍ଡଙ୍କ ନାଁରେ ଏନଡିପିସି ଆକ୍ଟରେ ମାମଲା ରୁଜୁ କରାଯାଇଛି । କନ୍ଧମାଳ ଅତିରିକ୍ତ ଏସପି ଲଳିତ କୁମାର ପଟ୍ଟନାୟକଙ୍କ ରିପୋର୍ଟ ଆଧାରରେ ଫିରିଙ୍ଗିଆ ଥାନାରେ ଏହି ମାମଲା ରୁଜୁ ହୋଇଛି। ତତ୍କାଳୀନ ଫିରିଙ୍ଗିଆ ଥାନା ଆଇଆଇସି ତପନ କୁମାର ନାହାକଙ୍କ ନିର୍ଦ୍ଦେଶ କ୍ରମେ ଥାନାର ଦୁଇ ହୋମଗାର୍ଡ଼ ପ୍ରଶାନ୍ତ କୁମାର ପାତ୍ର ଓ ରବୀନ୍ଦ୍ର କୁମାର... Read More