0 Comment
ପୁରୀ : ଯାଞ୍ଚ ହେବ ଶ୍ରୀମନ୍ଦିର ଅବଢାର ମାନ। ଶୁକ୍ରବାର ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢାର ମାନ ଯାଞ୍ଚ ହେବ। ଫୁଡ୍ ଇନ୍ସପେକ୍ଟର ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା ସରିଛି । କେବଳ ଅବଢା ନୁହେଁ, ଘିଅର ମଧ୍ୟ ମାନ ଯାଞ୍ଚ କରାଯିବ ।ବାଲାଜୀ ମନ୍ଦିର ଭଳି ଘଟଣା ଘଟିବା ପୂର୍ବରୁ ସଜାଗ ହେବାକୁ ପଡିବ । ଶ୍ରୀଜଗନ୍ନାଥ ମନ୍ଦିରରେ ଏହା କରିବାକୁ ଦେବୁନୁ... Read More