0 Comment
ନୀଳଗିରି : ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି)ର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦାସଙ୍କ ବିରୁଦ୍ଧରେ ପୁଣି ଅନାସ୍ଥା ପ୍ରସ୍ତାବ । ଗତ ଜୁଲାଇ ୩୦ ତାରିଖରେ ଏକ ଅନାସ୍ଥା ପ୍ରସ୍ତାବ ଚେୟାରମ୍ୟାନଙ୍କ ବିରୁଦ୍ଧରେ ଆସିଥିଲା । ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ପରେ କିଛି ସମୟ ପାଇଁ ଗଡିଯାଇଥିଲା । ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦାସଙ୍କ ବିରୁଦ୍ଧରେ... Read More