0 Comment
ଭୁବନେଶ୍ୱର : ନଭେମ୍ବର ମାସ ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା। ଚଳିତ ଖରିଫ୍ ଋତୁରେ ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ହୋଇଛି ନିଷ୍ପତ୍ତି। ବୈଠକରେ ପରେ ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ବରଗଡ଼ ଜିଲ୍ଲାରୁ ଧାନ କିଣା ଆରମ୍ଭ ହେବ। ଚଳିତ ବର୍ଷ ୮୦ ଲକ୍ଷ ଟନ୍ ଧାନ କିଣିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀଙ୍କ ସୂଚନା ଅନୁସାରେ ଚଳିତ ବର୍ଷ ଚାଷୀଙ୍କଠାରୁ କ୍ୱିଣ୍ଟାଲ... Read More