0 Comment
ନୂଆଦିଲ୍ଲୀ : ଜମ୍ମୁ ଓ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଆଜି ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ଭୋଟ। ଏହି ପର୍ଯ୍ୟାୟରେ ୭ଟି ଜିଲ୍ଲାର ୨୪ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ କରାଯାଇଛି। ମୋଟ ୫୮.୮୫% ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିଛନ୍ତି। ୧୦ ବର୍ଷ ପରେ ଜମ୍ମୁ ଓ କଶ୍ମୀରରେ ଆଜି ଭୋଟ୍ ଅନୁଷ୍ଠିତ ହୋଇଛି। ସେହିପରି ଧାରା ୩୭୦ ଉଚ୍ଛେଦ ହେବା ପରେ ଏଠାରେ ପ୍ରଥମ ଥର ପାଇଁ ଭୋଟ୍ ହୋଇଛି। ଶାନ୍ତିଶୃଙ୍ଖଳାର... Read More