0 Comment
ଭୁବନେଶ୍ଵର: ଉତ୍କଳ ବିଶ୍ଵବିଦ୍ୟାଳୟର ବିଶ୍ଳେଷଣାତ୍ମକ ଏବଂ ପ୍ରୟୋଗାତ୍ମକ ଅର୍ଥନୀତି ବିଭାଗର ସହକାରୀ ପ୍ରାଧ୍ୟାପକ ନିଲମ୍ବିତ ହୋଇଛନ୍ତି। ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ତାଙ୍କୁ ନିଲମ୍ବିତ କରାଯାଇଛି। ଅଗଷ୍ଟ ୧୬ରେ ଏହି ଘଟଣା ଘଟିଥିବାବେଳେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି(ଆଇସିସି) ରିପୋର୍ଟ ଆଧାରରେ କୁଳପତି ବୁଧବାର ସହକାରୀ ପ୍ରାଧ୍ୟାପକଙ୍କୁ ନିଲମ୍ବନ କରିଛନ୍ତି। ଏଥିସହ ହେଡକ୍ୱାର୍ଟର ନ ଛାଡ଼ିବାକୁ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଅଗଷ୍ଟ ୧୬ ତାରିଖ ଅପରାହ୍ନ ସମୟରେ ଅର୍ଥନୀତି ବିଭାଗର ସହକାରୀ ପ୍ରାଧ୍ୟାପକ ନିଜ ଚ୍ୟାମ୍ୱରରେ... Read More