0 Comment
ଭୁବନେଶ୍ଵର : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନଙ୍କ ସହ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ ପ୍ରସଙ୍ଗ। ପୁଲିସ୍ ଡିଜି ଓ୍ବାଇ.ବି ଖୁରାନିଆ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଏହା ଏକ ନିୟମିତ ପ୍ରକ୍ରିୟା । ସମୟ ଅନୁସାରେ ରାଜ୍ୟସ୍ତରୀୟ କମିଟି ରିଭ୍ୟୁ କରେ ଏବଂ କମିଟି ଯାହା ନିଷ୍ପତ୍ତି ନିଏ, ସେ ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଏ। ରାଜ୍ୟ ସରକାର ଭିକେ ପାଣ୍ଡିଆନ୍ ଏବଂ ପୂର୍ବତନ ମୁଖ୍ୟ... Read More