0 Comment
ଗଜପତି : ଜି. ଉଦୟଗିରି ଥାନା ମହିଳା ଏସଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଶନିବାର ସବ୍ ଇନ୍ସପେକ୍ଟର ସ୍ୱାଗତିକା ବେହେରାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସରକାରୀ କ୍ୱାର୍ଟର୍ସରୁ ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ । କ୍ୱାର୍ଟର୍ସରେ ସେ ଏକୁଟିଆ ରହୁଥିବା ନେଇ ସୂଚନା ମିଳିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ସୂଚନା ଯେ, କ୍ୱାର୍ଟର୍ସରେ ସ୍ୱାଗତିକା ଏକୁଟିଆ ରହୁଥିଲେ । କିନ୍ତୁ କେଉଁ କାରଣ ପାଇଁ ସେ ଆତ୍ମହତ୍ୟା କରିଛନ୍ତି, ତାହାର... Read More