0 Comment
ଓଡ଼ିଶାର ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉଠାଇବେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ : ଆଜି ନୀତି ଆୟୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିବ । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଓଡ଼ିଶାର ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉଠାଇବେ । ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରଦାନ ଦାବିକୁ ଦୋହରାଇବେ ମୁଖ୍ୟମନ୍ତ୍ରୀ। ଓଡ଼ିଶା ନିୟମିତ ବ୍ୟବଧାନରେ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି । ଏହାଦ୍ବାରା ରାଜ୍ୟର ଭିତ୍ତିଭୂମି ବହୁଳ ଭାବେ ପ୍ରଭାବିତ... Read More