0 Comment
ଭୁବନେଶ୍ୱର : ବିଜେଡିରେ ଯୋଗଦେଲେ ମହେନ୍ଦ୍ର ବଢେଇ । ନିଜର ଶତାଧିକ ସମର୍ଥକଙ୍କ ସହ ନବୀନ ନିବାସରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ଅବସରରେ ପାର୍ଟିର ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ରହିଥିଲେ । ସୂଚନା ଯେ, ନୂଆପଡ଼ା ଜିଲାର ସହକାରୀ ଜିଲାପାଳ ଭାବେ କାର୍ଯ୍ୟ କରୁଥିଲେ ମହେନ୍ଦ୍ର ବଢେଇ । ହେଲେ ସେ କିଛି ଦିନ ତଳେ ସ୍ୱେଚ୍ଛାକୃତ ଭାବେ ଚାକିରିରୁ ଅବସର ନେଇଥିଲେ । ଏହାପରେ... Read More