0 Comment
ଖୋର୍ଦ୍ଧା : ବେଗୁନିଆ ନିକଟସ୍ଥ ଭୁଇଁପୁର ଛକରେ ସଡକ ଦୁର୍ଘଟଣା । ଅଟୋ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ଯେ, ଚଟୁଆ ଗ୍ରାମର କିଛି ଶ୍ରମିକ ଏକ ଅଟୋରେ ବେଗୁନିଆ ଅଭିମୁଖେ କାମ କରିବାକୁ ଯାଉଥିଲେ । ଏହି ସମୟରେ ବିପରୀତ ଦିଗରୁ ଏକ ଦ୍ରୁତଗାମୀ ବାଇକ... Read More