0 Comment
ଭୁବନେଶ୍ବର : ୨୦୨୩ ମସିହାରେ ହେବାକୁ ଥିବା ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଆସନ୍ତା ୧୪ ତାରିଖରୁ ଫର୍ମ ପୂରଣ ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ- ସିଏଚ୍ଏସ୍ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୧୯ ମଧ୍ୟରେ ବିନା ଜରିମାନାରେ ରେଗୁଲାର ଓ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ଫର୍ମ ପୂରଣ କରିପାରିବେ। ନଭେମ୍ବର ୨୧ରୁ ୨୩ ତାରିଖ ମଧ୍ୟରେ ଫି’ ଦାଖଲ କରିବାକୁ ହେବ । ନଭେମ୍ବର... Read More