0 Comment
ପୁରୀ : ଆଜି ଠାରୁ ଶ୍ରୀମନ୍ଦିରରେ ପଞ୍ଚୁକ ନୀତି । ପାଞ୍ଚ ଦିନ ଧରି ପଞ୍ଚୁକ ବ୍ରତ ପାଳିବେ ଶ୍ରଦ୍ଧାଳୁ । ପଞ୍ଚୁକର ପ୍ରଥମ ଦିନରେ ଅର୍ଥାତ୍ ହରି ଉତଥାପନ ଏକାଦଶୀ ତିଥିରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେବେ । ଶ୍ରୀବିଗ୍ରହମାନଙ୍କ ଅବକାଶ ନୀତି ଶେଷ ହେବା ପରେ ସ୍ୱର୍ଣର୍ ଆଭୂଷଣରେ ବିଭୂଷିତ ହୋଇ ଲକ୍ଷ୍ମୀନାରାୟଣ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ । ସ୍ୱର୍ଣ୍ଣ ଅଳଙ୍କାର, ପୁଷ୍ମମାଲ୍ୟ, ପାଟବସ୍ତ୍ର ଇତ୍ୟାଦିରେ ପୁଷ୍ପାଳକ ସେବକମାନେ ତିନି... Read More