0 Comment
ନୂଆଦିଲ୍ଲୀ: ଚେତନ ଶର୍ମାଙ୍କ ନେତୃତ୍ୱାଧୀନ ଚୟନ କମିଟି ସୋମବାର ନ୍ୟୁଜିଲାଣ୍ଡ ଏବଂ ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା କରିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ କରାଯାଇଥିବା ବେଳେ ରିଷଭ ପନ୍ତଙ୍କୁ ଉପଅଧିନାୟକ ଭାବେ ନିଯୁକ୍ତ କରାଯାଇଛି। ଉଭୟ ନ୍ୟୁଜିଲାଣ୍ଡ ଓ ବାଂଲାଦେଶ ଗସ୍ତ ପାଇଁ ଭାରତୀୟ ଦଳରେ ଅନେକ ନୂଆ ଓ ଯୁବ ଖେଳାଳିଙ୍କୁ ସୁଯୋଗ ଦିଆଯାଇଛି । ହେଲେ ଘରୋଇ କ୍ରିକେଟରେ କ୍ରମାଗତ ଭଲ ପ୍ରଦର୍ଶନ ସତ୍ତ୍ୱେ... Read More