0 Comment
ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଜି ସକାଳେ ତୀବ୍ର ଅବପାତରେ ପରିଣତ ହୋଇଛି । ୨୪ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟା ରୂପ ନେବ । ୨୫ ତାରିଖ ସକାଳୁ ବାଂଲାଦେଶ ଉପକୂଳ ଛୁଇଁବ ବାତ୍ୟା ସିତ୍ରାଙ୍ଗ । ଏହାର ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁଯାୟୀ, ତୀବ୍ର ଅବପାତ... Read More