0 Comment
ଭୁବନେଶ୍ୱର : ବ୍ଲାକମେଲିଂ କୁଇନ ତଥା ଲେଡି ବ୍ଲାକମେଲର୍ ଅର୍ଚ୍ଚନା ନାଗଙ୍କ ଜାମିନ ଖାରଜ । ଜାମିନ ଖାରଜ କଲେ ଭୁବନେଶ୍ୱର ଏସଡିଜେଏମ କୋର୍ଟ । ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ କୋର୍ଟ ଏହି ରାୟ ଶୁଣାଇଛନ୍ତି। ଫଳରେ ଏବେ ଜେଲରୁ ମୁକୁଳି ପାରିବେନି ଅର୍ଚ୍ଚନା ନାଗ। ସୂଚନା ଯେ, ଦେହ ବ୍ୟବସାୟ ଭଳି କଳା ବେପାରରେ ଯୁବତୀଙ୍କୁ ନିୟୋଜିତ କରିବା, ଅନ୍ତରଙ୍ଗ ମୁହୂର୍ତ୍ତର ନଗ୍ନ ଭିଡିଓ ସୁଟ୍ କରି ଟଙ୍କା ପାଇଁ ବ୍ଲାକମେଲ୍ କରିବା... Read More