0 Comment
ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଉପରତଳ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୪ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ... Read More