0 Comment
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଉପରତଳ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଆଜି ପୁଣି ଦୈନିକ ସଂକ୍ରମଣ ଶହେ ତଳେ ରହିଛି। ଏହାରି ମଧ୍ୟରେ ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ ଜିଲାରୁ ୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ... Read More