0 Comment
ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଭୁବନେଶ୍ବର ଜିପିଏଫ ଡିଭିଜିନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍। ସୂଚନା ଯେ, ଭୁବନେଶ୍ବରରେ ଥିବା ସାମଲଙ୍କ କାର୍ଯ୍ୟାଳୟ ସହ ବାସଭବନ ଓ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ଚଢ଼ାଉ ବେଳେ କଟକ ସିଡିଏ ସେକ୍ଟର ୭ର ପ୍ଲଟ ନମ୍ବର... Read More