0 Comment
ଭୁବନେଶ୍ୱର – ରାଜ୍ୟର ୭ଟି ଜିଲ୍ଲାର ୮ଟି ସହରାଞ୍ଚଳରେ ନୂଆ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯାଜପୁର ଜିଲ୍ଲାର ଯାଜପୁର ସହର ଓ ବ୍ୟାସନଗରରେ ଖୋଲିବ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର । ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର, ମାଲକାନଗିରି ସହରରେ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବ । ବାଲେଶ୍ୱର ଜିଲ୍ଲାର ସୋର, ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁର,... Read More