0 Comment
ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଦେଖାଦେଇଛି । ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ସାଢ଼େ ୮ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨... Read More