0 Comment
କେନ୍ଦୁଝର, (ବ୍ରଜକିଶୋର ରାୟ) କେନ୍ଦୁଝର ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଜିଲାରେ ବିଭିନ୍ନ ସ୍ଥାନରେ ଯାତ୍ରୀବାହି ବସ ଯାଞ୍ଚ ଆରମ୍ଭ ହୋଇଛି। ବସ୍ର ରୁଟ୍ ପରମିଟ, ଫିଟନେସ, ଇନ୍ସ୍ୟୁରାନ୍ସ, ଯାତ୍ରୀଙ୍କ ସୁରକ୍ଷା ଆଦି ବିଷୟରେ ଯାଞ୍ଚ କରାଯାଇ ଖିଲାପ କରିଥିବା ସମୁଦାୟ ୫୧ ବସ୍ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାଲାଣ କଟା ଯାଇଥିବା ପରିବହନ ବିଭାଗ ପକ୍ଷରୁ ଜଣାପଡ଼ିଛି। ଆଞ୍ଚଳିକ ପରିବହନ ଅଧିକାରୀ ଗୋପାଳ କୃଷ୍ଣ ଦାସଙ୍କ ତତ୍ତ୍ୱାବଧାନରେ ଏହି ଚଢ଼ାଉ ଜାରି ରହିଛି।... Read More