0 Comment
ଉତ୍ତରାଖଣ୍ଡ: ରୁଦ୍ରପ୍ରୟାଗରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି । ଏହି ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କ୍ଷତିପୂରଣ ରାଶି ଘୋଷଣା କରାଯାଇଛି । ମୃତକଙ୍କ ପରିବାରକୁ ୨ଲକ୍ଷ ଓ ଆହତଙ୍କୁ ୫୦ ହଜାର ଲେଖାଁଏ ସହାୟତା ରାଶି ଘୋଷଣା କରାଯାଇଛି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ମେଡିକାଲକୁ ଯାଇ ଆହତ ମାନଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ।ଶନିବାର ୨୩ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏବେ... Read More