0 Comment
ଭୁବନେଶ୍ୱର : ୨୬ ତାରିଖ ମଧ୍ୟରାତ୍ରିରେ ଲାଣ୍ଡଫଲ୍ କରିବ ବାତ୍ୟା। ବାଂଲାଦେଶ ଓ ତତସଲଗ୍ନ ପଶ୍ଚିମବଙ୍ଗ ଉପକୂଳ ମଧ୍ୟରେ ସାଗର ଦ୍ୱିପ ଓ ଖେପୁପରା ମଝିରେ ସ୍ଥଳଭାଗ ଛୁଇଁବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ... Read More