Site icon ଆଜିକାଲି

ବାଘୁଆ ଜଳସେଚନ ପ୍ରକଳ୍ପର ଏଇଇଙ୍କ ବିରୋଧରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ବାଘୁଆ ଜଳସେଚନ ପ୍ରକଳ୍ପର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଗଞ୍ଜାମ ଜିଲାର ୭ଟି ଜାଗାରେ ଏକକାଳୀନ ଚଢ଼ାଉ ‌କରିଛି ଭିଜିଲାନ୍ସ। ଚଢ଼ାଉରେ ଜଣେ ଅତିରିକ୍ତ ଏସପି, ୪ ଜଣ ଡିଏସପି, ୯ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ ହୋଇଛନ୍ତି।

Exit mobile version