ଭୁବନେଶ୍ୱର : ବାହାନଗା ଟ୍ରେନ ଦୁର୍ଘଟଣାର ପ୍ରାୟ ମାସକ ପରେ ପ୍ରଥମ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ସ୍ବରୂପ ସାଉଥ ଇଷ୍ଟର୍ଣ୍ଣ ରେଲୱେ ଜେନେରାଲ ମ୍ୟାନେଜର ଅର୍ଚ୍ଚନା ଯୋଶୀଙ୍କୁ ହଟାଯାଇଛି। ତାଙ୍କ ସ୍ଥାନରେ ଅନିଲ କୁମାର ମିଶ୍ର ନୂଆ ଜେନେରାଲ ମ୍ୟାନେଜର ଭାବେ ନିଯୁକ୍ତ କରାଯାଇଛି। ଜୁନ ୨ରେ ବାହାନଗା ବଜାର ରେଳ ଷ୍ଟେସନରେ କରମଣ୍ଡଳ ଏକ୍ସପ୍ରେସ ଏକ ମାଲବାହୀ ଟ୍ରେନକୁ ଧକ୍କା ଦେଇଥିଲା । ବର୍ତ୍ତମାନ ସୁଦ୍ଧା ଏହି ଦୁର୍ଘଟଣାରେ ୨୯୨ ଜଣ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାର ତଦନ୍ତ ସିବିଆଇ କରୁଛି।

July 1, 2023
0 Comment
251 Views
ବାହାନଗା ଟ୍ରେନ ଟ୍ରାଜେଡି, ହଟିଲେ ସାଉଥ ଇଷ୍ଟର୍ଣ୍ଣ ଜିଏମ୍
by Editor
ଭୁବନେଶ୍ୱର : ବାହାନଗା ଟ୍ରେନ ଦୁର୍ଘଟଣାର ପ୍ରାୟ ମାସକ ପରେ ପ୍ରଥମ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ସ୍ବରୂପ ସାଉଥ ଇଷ୍ଟର୍ଣ୍ଣ ରେଲୱେ ଜେନେରାଲ ମ୍ୟାନେଜର ଅର୍ଚ୍ଚନା ଯୋଶୀଙ୍କୁ ହଟାଯାଇଛି। ତାଙ୍କ ସ୍ଥାନରେ ଅନିଲ କୁମାର ମିଶ୍ର ନୂଆ ଜେନେରାଲ ମ୍ୟାନେଜର ଭାବେ ନିଯୁକ୍ତ କରାଯାଇଛି। ଜୁନ ୨ରେ ବାହାନଗା ବଜାର ରେଳ ଷ୍ଟେସନରେ କରମଣ୍ଡଳ ଏକ୍ସପ୍ରେସ ଏକ ମାଲବାହୀ ଟ୍ରେନକୁ ଧକ୍କା ଦେଇଥିଲା । ବର୍ତ୍ତମାନ ସୁଦ୍ଧା ଏହି ଦୁର୍ଘଟଣାରେ ୨୯୨ ଜଣ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାର... Read More