Site icon ଆଜିକାଲି

ବନକଲାଗି ନୀତି ବିଶୃଙ୍ଖଳା : ଦତ୍ତ ମହାପାତ୍ର ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନର କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର : ଶ୍ରୀଜିଉମାନଙ୍କର ବନକଲାଗି ନୀତି ବିଶୃଙ୍ଖଳା ପ୍ରସଙ୍ଗରେ ଦତ୍ତ ମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ। ନୋଟିସର ଉତ୍ତର ତିନିଦିନ ମଧ୍ୟରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ନିଳାଦ୍ରୀ ବିଜେ ପରଠାରୁ ଏଯାବତ ମହାପ୍ରଭୁଙ୍କ ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ହୋଇନାହିଁ । ଶ୍ରୀମନ୍ଦିର ପ୍ରଶାସନର ନୋଟିସର ଜବାବ ଦୁଇ ଦିନ ମଧ୍ୟରେ ଦିଆଯିବ ବୋଲି ଦତ୍ତ ମହାପାତ୍ର ନିଯୋଗ ପକ୍ଷରୁ କୁହାଯାଇଛି।

Exit mobile version