Site icon ଆଜିକାଲି

ଆଜିଠୁ ୧୪ ଯାଏଁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା : ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଆଜିଠାରୁ ବନ୍ଦ ରହିବ । କୁମ୍ଭୀର ଗଣନା ପାଇଁ ଆଜିଠାରୁ ଜାନୁଆରୀ ୧୪ ତାରିଖ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଗତବର୍ଷ ଭିତରକନିକାରେ କୁମ୍ଭୀର ଗଣନା ବେଳେ ୧୭ ଶହ ୮୪ କୁମ୍ଭୀର ଚିହ୍ନଟ କରାଯାଇଥିଲା । ଚଳିତର୍ଷ କୁମ୍ଭୀର ବିଶାରଦ ଡକ୍ଟର ସୁଧାକର କରଙ୍କ ନେତୃତ୍ୱରେ ଟିମ୍ କୁମ୍ଭୀର ଗଣନା କରିବେ । ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।

Exit mobile version