Site icon ଆଜିକାଲି

ଚଢାଉ ପରେ ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ

ଭୁବନେଶ୍ୱର – ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ଅମାପ ଆୟ ବହିର୍ଭୂତ ସମ୍ପତ୍ତି ଠାବ କରିବାଛି ଭିଜିଲାନ୍ସ।‌ ମୁଖ୍ୟ ଯୋଗାଣ ଅଧିକାରୀଙ୍କ ବିପୁଳ ପରିମାଣର କଳା ସମ୍ପତ୍ତିରେ ଭିଜିଲାନ୍ସ ଟିମ୍ ତାଜୁବ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଶାନ୍ତ ଗନ୍ତାୟତଙ୍କ ଘର ସମେତ ବିଭିନ୍ନ ଠିକଣାରେ ଆଜି ଚଢାଉ କରିଛି ଭିଜିଲାନ୍ସ। ଭୁବନେଶ୍ୱର ଓ ବ୍ରହ୍ମପୁରର ୮ଟି ସ୍ଥାନରେ ଚଢାଉ ହୋଇଛି।

ପ୍ରଶାନ୍ତଙ୍କ ୨ଟି ବହୁତଳ ପ୍ରାସାଦ, ୨ଟି ଫ୍ଲାଟ୍, ୫ଟି ପ୍ଲଟ, ୧ କୋଟି ୩୭ ଲକ୍ଷର ବ୍ୟାଙ୍କ ଡିପୋଜିଟ୍, ୫ ଶହ ଗ୍ରାମରୁ ଅଧିକ ସୁନା ଓ ୧ ଲକ୍ଷ ୨୧ ହଜାର ନଗଦ ଟଙ୍କା ଠାବ କରିଛି ଭିଜିଲାନ୍ସ ।

Exit mobile version