Site icon ଆଜିକାଲି

ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର : ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେପି । କୁଡୁମୀ ସମାଜର ବରିଷ୍ଠ ନେତ୍ରୀ ମମତା ମହାନ୍ତ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି । କିଛି ଦିନ ତଳେ ସେ ବିଜେପିରେ ସାମିଲ ହୋଇଥିଲେ । ରାଜ୍ୟସଭା ସହ ବିଜେଡିରୁ ଇସ୍ତଫା ଦେବା ପରେ ନୂଆଦିଲ୍ଲୀସ୍ଥିତ ଦଳ ମୁଖ୍ୟାଳୟରେ ସାଧାରଣ ସମ୍ପାଦକ ଅରୁଣ ସିଂହ, ପ୍ରଭାରୀ ବିଜୟପାଲ ସିଂହ ତୋମାର ପ୍ରମୁଖଙ୍କ ଉପସ୍ଥିତିରେ ପଦ୍ମ ଧରିଥିଲେ ।

Exit mobile version