Site icon ଆଜିକାଲି

ଧାମନଗର ଆସନରେ ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ସୁରଜ ସୂର୍ଯ୍ୟବଂଶୀଙ୍କୁ ପ୍ରାର୍ଥୀ କଲା ବିଜେପି


ଭୁବନେଶ୍ୱର : ଧାମନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ସ୍ୱର୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୁରଜ ସୂର୍ଯ୍ୟବଂଶୀଙ୍କୁ ପ୍ରାର୍ଥୀ କରିଛି ବିଜେପି । ସୂର୍ଯ୍ୟବଂଶୀଙ୍କ ନାଁରେ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ମୋହର ମାରିଛି । ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ଏହି ଆସନ ଖାଲି ପଡିଥିଲା। ନଭେମ୍ବର ୩ ତାରିଖରେ ଏହି ଆସନରେ ଭୋଟ ଗ୍ରହଣ ହେବ ।

Exit mobile version