କେନ୍ଦୁଝର – କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ । କେନ୍ଦୁଝର ୪୯ ନମ୍ବର ଜାତୀୟ ରାଜପଥ ନିକଟ ଜୋଡିଆଘାଟିରୁ କୋଟିଏ ଟଙ୍କାର ବ୍ରାଉନସୁଗାର କ୍ରାଇମବ୍ରାଞ୍ଚ ଏସଟିଏଫ ହାତରେ ଲାଗିଛି। ରାଜେନ୍ଦ୍ର କୁମାର ମାଝୀ ନାମକ ଜଣେ ବ୍ୟକ୍ତିଙ୍କଠାରୁ ଏକ କିଲୋ ୮୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି। ମାଝୀଙ୍କୁ ଗିରଫ କରାଯାଇଛି।
କେନ୍ଦୁଝରରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
