Site icon ଆଜିକାଲି

ଆଜି ସନ୍ଧ୍ୟାରେ କ୍ୟାବିନେଟ ବୈଠକ

ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା କ୍ୟାବିନେଟ ବୈଠକରେ ୧୦ରୁ ୧୨ଟି ପ୍ରସ୍ତାବ ଉପରେ ମୋହର ବାଜିବା ‌ସମ୍ଭାବନା ରହିଛି । ବିଭିନ୍ନ ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା ହେବ ।ଶେଷ ଥର ପାଇଁ ଗତମାସ ୨୯ ତାରିଖରେ ବସିଥିଲା କ୍ୟାବିନେଟ ବୈଠକ। ସେହି ବୈଠକରେ ୧୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିଲା ।

Exit mobile version