0 Comment
ନୂଆଦିଲ୍ଲୀ: ଭୋଟର ଭେରିଫାଏବଲ୍ ପେପର ଅଡିଟ୍ ଟ୍ରେଲ୍ (ଭିଭିପିଏଟି) ସହିତ ଇଭିଏମ୍ ଜରିଆରେ ଦିଆଯାଉଥିବା ଭୋଟ୍ ର ଶତ ପ୍ରତିଶତ ମେଳ କରିବା ପାଇଁ ହୋଇଥିବା ଏକାଧିକ ଆବେଦନ ଉପରେ ସୁପ୍ରିମକୋର୍ଟ ଗୁରୁବାର ନିଜ ରାୟ ସଂରକ୍ଷିତ ରଖିଛନ୍ତି। ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଜଷ୍ଟିସ ଦୀପଙ୍କର ଦତ୍ତାଙ୍କ ଏକ ଖଣ୍ଡପୀଠ ଏହି ଆବେଦନ ଉପରେ ନିର୍ବାଚନ କମିଶନଙ୍କ ଜବାବ ଶୁଣିବା ପରେ ରାୟ ସଂରକ୍ଷିତ ରଖିଥିଲେ। ଭିଭିପାଟ୍ ମେସିନରେ ସ୍ୱଚ୍ଛ ବଦଳରେ ଅସ୍ପଷ୍ଟ କାଚ ଲଗାଇବା... Read More