0 Comment
ଭୁବନେଶ୍ବର – ରାଜ୍ୟରେ ଏବେ ଏଚ ୩ଏନ୨ ଭାଇରସ ଚିନ୍ତା ବଢ଼ାଇଛି । ଏନେଇ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ଯେ, ସବୁ ଜିଲ୍ଲାର ସିଡିଏମଓ ଏବଂ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଆଲର୍ଟ ରହିବାକୁ ଜନସ୍ୱାସ୍ଥ୍ୟ ବିଭାଗ ଚିଠି ଲେଖିଛି । ସର୍ଭିଲେନ୍ସ ବଢାଇବା ସହ ଅକ୍ସିଜେନ ଓ ଆଇସିୟୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ବି ଦିଆଯାଇଛି। ଥଣ୍ଡା, କାଶ ଥିଲେ କୋଭିଡ ଟେଷ୍ଟ କରାଇନେବାକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି,... Read More